ଯିଶାଇୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ8 ସିୟୋନର କନ୍ୟା ପରିତ୍ୟକ୍ତ ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ କୁଡ଼ିଆ ସଦୃଶ ଦେଖାଯାଉଛି। ଏକ ପରିତ୍ୟକ୍ତ କାକୁଡ଼ିକ୍ଷେତ୍ର ସଦୃଶ। ଆଉ ଏହା ଶତ୍ରୁମାନଙ୍କ ଦ୍ୱାରା ଅବରୋଧିତ ନଗର ସଦୃଶ ହୋଇଅଛି।’ Viz kapitola |