ଯିଶାଇୟ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Viz kapitolaଓଡିଆ ବାଇବେଲ20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Viz kapitolaପବିତ୍ର ବାଇବଲ20 ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ। Viz kapitola |