ଯିଶାଇୟ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ4 ତୁମ୍ଭେ ଜଣେ ବନ୍ଦୀଲୋକ ପରି ମୁଣ୍ଡ ନୁଆଁଇବ। ଜଣେ ମୃତଲୋକ ପରି ପଡ଼ିରହିବ। ମାତ୍ର ତାହା ତୁମ୍ଭକୁ ସାହାଯ୍ୟ କରିବ ନାହିଁ। ପରମେଶ୍ୱର ତଥାପି କ୍ରୋଧାନ୍ୱିତ ରହିବେ। ସେ ତଥାପି ତୁମ୍ଭକୁ ଦଣ୍ଡ ଦେବାକୁ ପ୍ରସ୍ତୁତ ରହିବେ। Viz kapitola |