ଯିଶାଇୟ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ଵଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ଵିତ ହେବ। Viz kapitolaଓଡିଆ ବାଇବେଲ10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ। Viz kapitolaପବିତ୍ର ବାଇବଲ10 ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ। Viz kapitola |