ଯିଶାଇୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ। Viz kapitolaଓଡିଆ ବାଇବେଲ15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ। Viz kapitolaପବିତ୍ର ବାଇବଲ15 ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ। Viz kapitola |