ଯିଶାଇୟ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ। Viz kapitolaଓଡିଆ ବାଇବେଲ1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ। Viz kapitolaପବିତ୍ର ବାଇବଲ1 ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ। Viz kapitola |