ଯିଶାଇୟ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର । Viz kapitolaଓଡିଆ ବାଇବେଲ4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। Viz kapitolaପବିତ୍ର ବାଇବଲ4 ତା'ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମରେ ପ୍ରାର୍ଥନା କର। ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।” Viz kapitola |