ଯିଶାଇୟ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ। Viz kapitolaଓଡିଆ ବାଇବେଲ2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ। Viz kapitolaପବିତ୍ର ବାଇବଲ2 ପରମେଶ୍ୱର କହିଲେ, “ବୃକ୍ଷଲତା ଶୂନ୍ୟ ପର୍ବତ ଉପରେ ଏକ ଧ୍ୱଜା ଟେକ। ହସ୍ତ ହଲାଇ ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକ। ସେମାନଙ୍କୁ କୁହ ଅଧିପତିମାନେ ପ୍ରବେଶ କରୁଥିବା ଦ୍ୱାର ଦେଇ ସେମାନେ ପ୍ରବେଶ କରନ୍ତୁ। Viz kapitola |