ଯିଶାଇୟ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତାହା କଦାଚ ବସତିସ୍ଥାନ ନୋହିବ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ଵୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ। Viz kapitolaଓଡିଆ ବାଇବେଲ20 ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ। Viz kapitolaପବିତ୍ର ବାଇବଲ20 ମାତ୍ର ସେ ଆଉ ସୁନ୍ଦର ହୋଇ ରହିବ ନାହିଁ। ଲୋକମାନେ ଭବିଷ୍ୟତରେ ଆଉ ସେଠାରେ ବାସ କରିବେ ନାହିଁ। ଆରବୀୟମାନେ ଆଉ ସେଠାରେ ତମ୍ବୁ ପକାଇବେ ନାହିଁ। ମେଷପାଳକମାନେ ସେମାନଙ୍କର ମେଷମାନଙ୍କୁ ସେଠାରେ ଚରାଇବା ପାଇଁ ଆଣିବେ ନାହିଁ। Viz kapitola |