ଯିଶାଇୟ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହୁଞ୍ଚାଇ ଦେବେନ୍ତ ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ। Viz kapitolaଓଡିଆ ବାଇବେଲ2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ। Viz kapitolaପବିତ୍ର ବାଇବଲ2 ବିଦେଶୀମାନେ ଇସ୍ରାଏଲର ଲୋକଙ୍କୁ ତାଙ୍କ ଦେଶରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇସ୍ରାଏଲର କ୍ରୀତଦାସ ହେବେ, କାରଣ ଅତୀତରେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇସ୍ରାଏଲ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କୁ ଶାସନ କରିବ। Viz kapitola |