ଯିଶାଇୟ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲାଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ। Viz kapitolaଓଡିଆ ବାଇବେଲ1 ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ। Viz kapitolaପବିତ୍ର ବାଇବଲ1 ତୁମ୍ଭେମାନେ ସେ ଦେଶର ରାଜାଙ୍କ ନିମନ୍ତେ ଏକ ଉପହାର ପଠାଅ। ତୁମ୍ଭେମାନେ ସେଲାରୁ ଏକ ମେଷଶାବକ ବିସ୍ତୃତ ପ୍ରାନ୍ତର ମଧ୍ୟଦେଇ ସିୟୋନ କନ୍ୟାର ପର୍ବତକୁ ପଠାଅ। Viz kapitola |