Online Bible

- Reklamy -




ଯିଶାଇୟ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ଵନି ହେବ ନାହିଁ; କେହି ପଦ ଦ୍ଵାରା ଚାପି ଦ୍ରାକ୍ଷାକୁଣ୍ତରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ଵନି ନିବୃତ୍ତ କରିଅଛୁ।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ୱନି ନିବୃତ୍ତ କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ

10 ଉର୍ବରାକ୍ଷେତରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହେବ ଏବଂ ଦ୍ରାକ୍ଷାକ୍ଷେତ୍ର‌ରେ ଗାନ ଓ ଆନନ୍ଦ ଧ୍ୱନି ଶୁଣାଯିବ ନାହିଁ। ଦ୍ରାକ୍ଷାକୁ କୁଣ୍ଡରେ ପଦରେ ଗ୍ଭପି କେହି ଦ୍ରାକ୍ଷାରସ ବାହାର କରିବ ନାହିଁ, କାରଣ ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ୱନି ନିବୃତ୍ତି କରିଅଛୁ।

Viz kapitola kopírovat




ଯିଶାଇୟ 16:10

Následuj nás:

Reklamy


Reklamy