ଯିଶାଇୟ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ। Viz kapitolaଓଡିଆ ବାଇବେଲ2 କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ। Viz kapitolaପବିତ୍ର ବାଇବଲ2 ମୋୟାବର କନ୍ୟାଗଣ ଅର୍ଣ୍ଣୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାଯ୍ୟ ପାଇଁ ସେମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପରେ, ପକ୍ଷୀ ଛୁଆମାନେ ଏଣେତେଣେ ଧାଇଁଲା ପରି ସେମାନେ ଧାଇଁବେ। Viz kapitola |