ଯିଶାଇୟ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି। ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ। Viz kapitolaଓଡିଆ ବାଇବେଲ1 ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ। Viz kapitolaପବିତ୍ର ବାଇବଲ1 ଦମ୍ମେଶକ ପ୍ରତି ଶୋକ ବାର୍ତ୍ତା। ସଦାପ୍ରଭୁ କୁହନ୍ତି ଯେ ଦମ୍ମେଶକରେ ଏହିସବୁ ଘଟିବ, “ଦମ୍ମେଶକ ଆଉ ନଗର ହୋଇ ରହିବ ନାହିଁ। ସେ ଧ୍ୱଂସ ପାଇବ। କେବଳ ଧ୍ୱଂସ ବିଧ୍ୱସ୍ତ ପ୍ରାସାଦଗୁଡ଼ିକର କାନ୍ଥଗୁଡ଼ିକ ରହିବ। Viz kapitola |