ଯିଶାଇୟ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ; Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ଵରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ଵରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ; Viz kapitolaଓଡିଆ ବାଇବେଲ10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ; Viz kapitolaପବିତ୍ର ବାଇବଲ10 ଏହା ଘଟିବ କାରଣ ତୁମ୍ଭେମାନେ ଆପଣା ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ଭୁଲି ଯାଇଛ। ପରମେଶ୍ୱର ତୁମ୍ଭମାନଙ୍କର ସୁରକ୍ଷାର ସ୍ଥଳ। ଏହା ତୁମ୍ଭେ ମନେ ପକାଉ ନାହଁ। ତୁମ୍ଭେମାନେ ବିଦେଶରୁ ସୁନ୍ଦର ସୁନ୍ଦର ଦ୍ରାକ୍ଷାଗ୍ଭରା ଆଣି ରୋପଣ କରୁଛ ମାତ୍ର ତାହା କେବେ ଫଳିବ ନାହିଁ। Viz kapitola |