ଯିଶାଇୟ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ। Viz kapitolaଓଡିଆ ବାଇବେଲ7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ। Viz kapitolaପବିତ୍ର ବାଇବଲ7 ସେଦିନ ଲୋକମାନେ ସେମାନଙ୍କର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସେମାନଙ୍କର ଦୃଷ୍ଟି ପବିତ୍ର ଧର୍ମସ୍ୱରୂପଙ୍କ ପ୍ରତି ପଡ଼ିବ। Viz kapitola |