ଯିଶାଇୟ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। Viz kapitolaଓଡିଆ ବାଇବେଲ8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। Viz kapitolaପବିତ୍ର ବାଇବଲ8 ସେମାନେ ଆପଣା ହସ୍ତକୃତ ଯଜ୍ଞବେଦି ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ଦେବତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ। Viz kapitola |