ଯିଶାଇୟ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ! Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ! Viz kapitolaଓଡିଆ ବାଇବେଲ2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ ! Viz kapitolaପବିତ୍ର ବାଇବଲ2 ସେ ସମୁଦ୍ର ପଥରେ ନଳ ନିର୍ମିତ ନୌକାରେ ଦୂତମାନଙ୍କୁ ପ୍ରେରଣ କରିବେ, କ୍ଷିପ୍ର ଗତିରେ ଗ୍ଭଲୁଥିବା ଦୂତମାନଙ୍କୁ, ଶକ୍ତିଶାଳୀ ଓ ଦୀର୍ଘକାୟ ପାଖକୁ ଯାଅ, ସବୁଆଡ଼େ ଲୋକମାନେ ଶକ୍ତିଶାଳୀ ଓ ଦୀର୍ଘକାୟ ଲୋକଙ୍କୁ ଭୟ କରନ୍ତି। ସେମାନେ ଶକ୍ତିଶାଳୀ ଗୋଷ୍ଠୀ ଗଠନ କରନ୍ତି। ସେମାନଙ୍କର ଦେଶ ନଦୀମାନଙ୍କ ଦ୍ୱାରା ବିଭକ୍ତି ହୋଇ ଆସିଅଛନ୍ତି। Viz kapitola |