ଯିଶାଇୟ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ। Viz kapitolaଓଡିଆ ବାଇବେଲ5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ। Viz kapitolaପବିତ୍ର ବାଇବଲ5 ଗ୍ରୀଷ୍ମକାଳୀନ ମଧ୍ୟାହ୍ନ ସମୟର ପ୍ରଚଣ୍ଡ ତା'ପରେ ଲୋକ ବିଶ୍ରାମ କରିବା ପରି, ଶସ୍ୟ ଛେଦନକାଳୀନ ଶିଶିର ଯୁକ୍ତ ମେଘପରି କ୍ଷାନ୍ତ ହୋଇ ନିରୀକ୍ଷଣ କରିବି। ତା'ପରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତାରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷାଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସେମାନେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦେବେ। Viz kapitola |