Online Bible

- Reklamy -




ଯିଶାଇୟ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସୋୟନର ଅଧିପତିମାନେ ନିତା; ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜଗଣର ସନ୍ତାନ?

Viz kapitola kopírovat

ଓଡିଆ ବାଇବେଲ

11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?

Viz kapitola kopírovat

ପବିତ୍ର ବାଇବଲ

11 ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। “ଫାରୋର ଜ୍ଞାନୀ ଉପଦେଷ୍ଟାଗଣ” କୁପରାମର୍ଶ ଦିଅନ୍ତି। ସେହି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ୱାନ ମନେ କରନ୍ତି। ସେମାନେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତରେ ସେମାନେ ଜ୍ଞାନୀ ନୁହନ୍ତି।

Viz kapitola kopírovat




ଯିଶାଇୟ 19:11

Následuj nás:

Reklamy


Reklamy