ଯିଶାଇୟ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। Viz kapitolaଓଡିଆ ବାଇବେଲ19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। Viz kapitolaପବିତ୍ର ବାଇବଲ19 ସେହି ସମୟରେ ମିଶରର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ପାଇଁ ଏକ ଯଜ୍ଞବେଦି ହେବ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ। Viz kapitola |