ଯିଶାଇୟ 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। Viz kapitolaଓଡିଆ ବାଇବେଲ23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। Viz kapitolaପବିତ୍ର ବାଇବଲ23 ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା'ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ। Viz kapitola |