ଯିଶାଇୟ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି। Viz kapitolaଓଡିଆ ବାଇବେଲ14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି। Viz kapitolaପବିତ୍ର ବାଇବଲ14 ସଦାପ୍ରଭୁ ସର୍ବଶକ୍ତିମାନ ସ୍ୱୟଂ ମୋର କର୍ଣ୍ଣରେ ପ୍ରକାଶ କଲେ, “ତୁମ୍ଭମାନଙ୍କର ଅପରାଧ ମୃତ୍ୟୁ ପର୍ଯ୍ୟନ୍ତ କ୍ଷମା ପାଇବ ନାହିଁ।” ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ। Viz kapitola |