Online Bible

- Reklamy -




ଯିଶାଇୟ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।

Viz kapitola kopírovat

ଓଡିଆ ବାଇବେଲ

3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।

Viz kapitola kopírovat

ପବିତ୍ର ବାଇବଲ

3 ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାୟନ କଲେ। ମାତ୍ର ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସେମାନେ ଦୂରକୁ ପଳାୟନ କଲେ।

Viz kapitola kopírovat




ଯିଶାଇୟ 22:3

Následuj nás:

Reklamy


Reklamy