ଯିଶାଇୟ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ। ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ; Viz kapitolaଓଡିଆ ବାଇବେଲ10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ। Viz kapitolaପବିତ୍ର ବାଇବଲ10 ଉତ୍ତମ ଲୋକମାନଙ୍କୁ କୁହ, ସେମାନେ ଉତ୍ତମଫଳ ଭୋଗ କରିବେ। ସେମାନେ ସେମାନଙ୍କର ସୁକର୍ମ ଯୋଗୁଁ ପୁରସ୍କୃତ ହେବେ। Viz kapitola |