ଯିଶାଇୟ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ଵାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶଦ୍ଦ କରନ୍ତି; Viz kapitolaଓଡିଆ ବାଇବେଲ16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି; Viz kapitolaପବିତ୍ର ବାଇବଲ16 ସଦାପ୍ରଭୁ ପୁଣି କୁହନ୍ତି, “ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସେମାନେ ଅନ୍ୟମାନଙ୍କଠାରୁ ଶ୍ରେଷ୍ଠା ବୋଲି ଦେଖାଇ ହୋଇ ମଥା ଉନ୍ନତ୍ତ କରି ବୁଲନ୍ତି। ସେମାନେ କଟାକ୍ଷପାତ କରି ଚଞ୍ଚଳ ଗତିରେ ଗ୍ଭଲିବାବେଳେ ସେମାନଙ୍କର ପାଦର ନୂପୁର ରୁଣୁଝୁଣୁ ହୁଏ।” Viz kapitola |