ଯିଶାଇୟ 48:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Viz kapitolaଓଡିଆ ବାଇବେଲ2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Viz kapitolaପବିତ୍ର ବାଇବଲ2 “କାରଣ ସେମାନେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର କରନ୍ତି; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ। Viz kapitola |