ଯିଶାଇୟ 48:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ଵରୂପ ବୋଲି ଆମ୍ଭେ ଜାଣିଲୁ। Viz kapitolaଓଡିଆ ବାଇବେଲ4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ। Viz kapitolaପବିତ୍ର ବାଇବଲ4 କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ୟ; ମୋର ବାକ୍ୟ ତୁମ୍ଭେ ବିଶ୍ୱାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ। Viz kapitola |