ଯିଶାଇୟ 5:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ , ପୁଣି ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ; Viz kapitolaଓଡିଆ ବାଇବେଲ26 ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ; Viz kapitolaପବିତ୍ର ବାଇବଲ26 ଦେଖ, ପରମେଶ୍ୱର ଦୂରଦେଶୀୟ ଗୋଷ୍ଠୀମାନଙ୍କ ପ୍ରତି ସଙ୍କେତ ଦେଉଛନ୍ତି। ସେ ତାଙ୍କର ଧ୍ୱଜା ଉତ୍ତୋଳନ କରି ସେମାନଙ୍କୁ ଡାକିବାକୁ ସିଟି ବଜାଉଛନ୍ତି। ଦୂର ଦେଶରୁ ଶତ୍ରୁ ଆସୁଛନ୍ତି। ସେମାନେ ଏତେ ଦ୍ରୁତ ଗତିରେ ଆସୁଛନ୍ତି ଯେ, ଦେଶମଧ୍ୟରେ ଖୁବ୍ ଶୀଘ୍ର ପ୍ରବେଶ କରିବେ। Viz kapitola |