ଯିଶାଇୟ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେମାନଙ୍କ ମଧ୍ୟରେ କେହି କ୍ଳା; ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁକି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ତିବ ନାହିଁ; Viz kapitolaଓଡିଆ ବାଇବେଲ27 ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ; Viz kapitolaପବିତ୍ର ବାଇବଲ27 ସେହି ଶତ୍ରୁଗଣ କେବେ ଅବଶ ହେବେ ନାହିଁ କି ସେମାନଙ୍କର ପତନ ହେବ ନାହିଁ। ସେମାନେ କେବେ ଢୁଳାଇବେ ନାହିଁ କି ଶୋଇଯିବେ ନାହିଁ। ସେମାନଙ୍କର କଟିବନ୍ଧନ କେବେ ଫିଟିବ ନାହିଁ କି ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ। Viz kapitola |