ଯିଶାଇୟ 5:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି; Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ଵଗଣର ଖୁରା ଚକମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରିନ୍ତ Viz kapitolaଓଡିଆ ବାଇବେଲ28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି; Viz kapitolaପବିତ୍ର ବାଇବଲ28 ସେହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀକ୍ଷ୍ଣ ଏବଂ ଧାରୁଆ ଓ ସେମାନଙ୍କର ଧନୁଗୁଡ଼ିକ ଗୁଣଯୁକ୍ତ। ସେମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓ ସେମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶରେ ସୃଷ୍ଟି ହୁଏ। Viz kapitola |