ଯିଶାଇୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କି ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। Viz kapitolaଓଡିଆ ବାଇବେଲ6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। Viz kapitolaପବିତ୍ର ବାଇବଲ6 ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି। କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ। ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।” Viz kapitola |