ଯିଶାଇୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ଵଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। Viz kapitolaଓଡିଆ ବାଇବେଲ9 ସୈନ୍ୟାଧିପତି ସଦାପ୍ରଭୁ ମୋ’ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। Viz kapitolaପବିତ୍ର ବାଇବଲ9 ସର୍ବଶକ୍ତିମାନ ସଦାପ୍ରଭୁ ଏହା ମୋତେ କହିଲେ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, “ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛି ସେ ସମସ୍ତ ଧ୍ୱଂସ ହେବ। ଯେଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛି ସେ ସବୁ ନିବାସଶୂନ୍ୟ ହେବ। Viz kapitola |