ଯିଶାଇୟ 50:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ଵାସ କରୁ ଓ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ଦେଉ। Viz kapitolaଓଡିଆ ବାଇବେଲ10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ। Viz kapitolaପବିତ୍ର ବାଇବଲ10 ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ। Viz kapitola |