Online Bible

- Reklamy -




ଯିଶାଇୟ 51:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Viz kapitola kopírovat

ଓଡିଆ ବାଇବେଲ

15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Viz kapitola kopírovat

ପବିତ୍ର ବାଇବଲ

15 “ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ।” ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

Viz kapitola kopírovat




ଯିଶାଇୟ 51:15

Následuj nás:

Reklamy


Reklamy