ଯିଶାଇୟ 51:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ? Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ପୁରୁଷ-ପରମ୍ପରାର ସମୟରେ , ସେପରି ଜାଗ। ଯେ ରାହବକୁ ଖଣ୍ତ ଖଣ୍ତ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ? Viz kapitolaଓଡିଆ ବାଇବେଲ9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ? Viz kapitolaପବିତ୍ର ବାଇବଲ9 ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ। ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି? Viz kapitola |