ଯିଶାଇୟ 52:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ଵର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ । Viz kapitolaଓଡିଆ ବାଇବେଲ12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ। Viz kapitolaପବିତ୍ର ବାଇବଲ12 ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ। Viz kapitola |