ଯିଶାଇୟ 52:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ! Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ ତୁମ୍ଭ ପରମେଶ୍ଵର ରାଜ୍ୟ କରନ୍ତି ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ ! Viz kapitolaଓଡିଆ ବାଇବେଲ7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ ! Viz kapitolaପବିତ୍ର ବାଇବଲ7 ଯେଉଁ ବ୍ୟକ୍ତି ସୁସମାଗ୍ଭର ଆଣୁଅଛି, ଯିଏ ଶାନ୍ତି ପ୍ରଗ୍ଭର କରୁଅଛି, ଯିଏ ମଙ୍ଗଳ ସୁସମାଗ୍ଭର ଆଣୁଅଛି, ଯିଏ ପରିତ୍ରାଣ ପ୍ରଗ୍ଭର କରୁଅଛି ଓ ଯିଏ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି ବୋଲି କହୁଅଛି, ସେହି ଶାନ୍ତିଦୂତର ଚରଣ ପର୍ବତଗଣ ଉପରେ ସ୍ୱାଗତ ଯୋଗ୍ୟ।” Viz kapitola |