ଯିଶାଇୟ 52:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ। Viz kapitolaଓଡିଆ ବାଇବେଲ8 ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ। Viz kapitolaପବିତ୍ର ବାଇବଲ8 ଶୁଣ, ତୁମ୍ଭ ପ୍ରହରୀଗଣ ଉଚ୍ଚସ୍ୱରରେ ଚିତ୍କାର କରୁଛନ୍ତି। ସେମାନେ ଏକତ୍ର ଆନନ୍ଦଧ୍ୱନି କରୁଛନ୍ତି। କାରଣ ସେମାନେ ପ୍ରତ୍ୟେକ ସ୍ୱଚକ୍ଷୁରେ ସଦାପ୍ରଭୁଙ୍କ ସିୟୋନକୁ ପ୍ରତ୍ୟାବର୍ତ୍ତନ ଦେଖୁଛନ୍ତି। Viz kapitola |