ଯିଶାଇୟ 55:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ଵରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। Viz kapitolaଓଡିଆ ବାଇବେଲ7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। Viz kapitolaପବିତ୍ର ବାଇବଲ7 ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ। Viz kapitola |