ଯିଶାଇୟ 55:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ। Viz kapitolaଓଡିଆ ବାଇବେଲ9 “କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ। Viz kapitolaପବିତ୍ର ବାଇବଲ9 ସଦାପ୍ରଭୁ ସ୍ୱୟଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ୱର୍ଗମଣ୍ଡଳ ଉଚ୍ଚତର ସେହିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସେହିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।” Viz kapitola |