ଯିଶାଇୟ 56:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା। Viz kapitolaଓଡିଆ ବାଇବେଲ8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।” Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି, “ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।” Viz kapitola |