ଯିଶାଇୟ 57:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ। Viz kapitolaଓଡିଆ ବାଇବେଲ1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ। Viz kapitolaପବିତ୍ର ବାଇବଲ1 ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷୟରେ କେହି ମନୋଯୋଗ କରୁ ନାହାନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ୟ କେହି ବିବେଚନା କରୁ ନାହାନ୍ତି। Viz kapitola |