ଯିଶାଇୟ 58:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ। Viz kapitolaଓଡିଆ ବାଇବେଲ11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ11 ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନେବେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ୟ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହେବ। Viz kapitola |