ଯିଶାଇୟ 59:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ। Viz kapitolaଓଡିଆ ବାଇବେଲ1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ। Viz kapitolaପବିତ୍ର ବାଇବଲ1 ମୁଁ ଏଠାରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ ଛୋଟ ହୋଇଯାଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହୋଇ ନାହିଁ। Viz kapitola |