ଯିଶାଇୟ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। Viz kapitolaଓଡିଆ ବାଇବେଲ2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। Viz kapitolaପବିତ୍ର ବାଇବଲ2 ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ। Viz kapitola |