ଯିଶାଇୟ 60:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 କେଦରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ଵରୂପ ଗୃହକୁ ଭୂଷିତ କରିବା । Viz kapitolaଓଡିଆ ବାଇବେଲ7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା। Viz kapitolaପବିତ୍ର ବାଇବଲ7 କେଦରର ସମସ୍ତ ମେଷ ତୁମ୍ଭ ନିକଟରେ ଏକତ୍ରିତ ହେବେ ଓ ନବାୟୋତର ମେଷପଲ ତୁମ୍ଭର ସେବା କରିବେ। ସେମାନେ ଆମ୍ଭଦ୍ୱାରା ଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦି ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ୱରୂପ ମନ୍ଦିରକୁ ଭୂଷିତ କରିବା। Viz kapitola |