Online Bible

- Reklamy -




ଯିଶାଇୟ 60:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ନିଶ୍ଚୟ ଦ୍ଵୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ଵର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍‍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

9 ପ୍ରକୃତରେ ଦ୍ୱୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇସ୍ରାଏଲର ପବିତ୍ରସ୍ୱରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଛନ୍ତି।

Viz kapitola kopírovat




ଯିଶାଇୟ 60:9

Následuj nás:

Reklamy


Reklamy