ଯିଶାଇୟ 62:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯୁବାଲୋକ ଯେପରି କୁମାରୀକି ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ଵର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaଓଡିଆ ବାଇବେଲ5 ଯୁବାଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaପବିତ୍ର ବାଇବଲ5 ଜଣେ ଯୁବକ ଯେପରି ଜଣେ କନ୍ୟାକୁ ପ୍ରେମ କରେ, ସେହିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ। ପୁଣି ବର ଯେପରି ତା'ର କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ। Viz kapitola |