ଯିଶାଇୟ 62:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ। Viz kapitolaଓଡିଆ ବାଇବେଲ7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ। Viz kapitolaପବିତ୍ର ବାଇବଲ7 ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ। Viz kapitola |